April 29, 2025

ଘନୀଭୂତ ହେବ ଲଘୁଚାପ: ଆସନ୍ତା ୩୬ ଘଣ୍ଟା ଯାଏଁ ରାଜ୍ୟରେ ପ୍ରବଳ ବର୍ଷା !

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ । ଆସନ୍ତା ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ପ୍ରଭାବରେ ଆସନ୍ତା ଆସନ୍ତା ୩୬ ଘଣ୍ଟା ଯାଏଁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଉପକୂଳ ଓଡ଼ିଶାରେ ଲଘୁଚାପ କ୍ଷେତ୍ର ସକ୍ରିୟ ଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ଏହା ବାୟୁମଣ୍ଡଳରେ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia