April 21, 2025

ଜଗା ଦର୍ଶନ ପରେ ଦାୟିତ୍ୱ ନେଉଛନ୍ତି ଜଣେ ଜଣେ ମନ୍ତ୍ରୀ

ଭୁବନେଶ୍ୱର: ନବୀନଙ୍କ ନୂଆମନ୍ତ୍ରୀ ମଣ୍ଡଳ ଗଠନ ପରେ କିଛି ମନ୍ତ୍ରୀ ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ଅତନୁ ସବ୍ୟସାଚୀ ନାୟକ, ଟୁକୁନି ସାହୁ, ପ୍ରଫୁଲ୍ଲ ମଲିକ, ପ୍ରଦୀପ ଅମାତ, ରଜନୀକାନ୍ତ ସିଂ, ରାଜେନ୍ଦ୍ର ଢୋଲକିଆ, ଶ୍ରୀକାନ୍ତ ସାହୁ ପ୍ରମୁଖ ଏକାଠି ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ତାସହ ନିଜ ବିଭାଗ ସଠିକ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia