ଭୁବନେଶ୍ୱର: ଜାତିସଘଂର ବିଶ୍ୱ ଖାଦ୍ୟ ସୁରକ୍ଷା ନିମନ୍ତେ ୨୦୨୩-୨୭ ଯୋଜନା ପ୍ରସ୍ତୁତି ପାଇଁ ଏକ ପରାମର୍ଶମୂଳକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଓଡ଼ିଶା ସରକାରଙ୍କ ବରିଷ୍ଠ ଅଧିକାରୀ, ବେସରକାରୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ, କର୍ପୋରେଟ୍ ସଂସ୍ଥା ଓ ବିଶ୍ୱବିଦ୍ୟାଳୟ ଆଦିରୁ ପ୍ରାୟ ୮୦ ଜଣ ପ୍ରତିନିଧି ଯୋଗଦେଇ ଖାଦ୍ୟ ସୁରକ୍ଷାର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ
Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia
More Stories
ଭୁବନେଶ୍ବରରେ ପ୍ରତିଷ୍ଠା ହେବ ୩ ନୂଆ ଅଗ୍ନିଶମ ସେବା କେନ୍ଦ୍ର, ଜାଣନ୍ତୁ, କେଉଁଠି କେଉଁଠି ?
ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ସ୍କୁଲ ଷ୍ଟାଇପେଣ୍ଡ ବୃଦ୍ଧି କଲେ ସରକାର
ଆମ ହସ୍ପିଟାଲ ପ୍ରକଳ୍ପ ପୂର୍ଣ୍ଣାଙ୍ଗ ପାଇଁ ସମୟ ସାରଣୀ ନିର୍ଦ୍ଧାରଣ ; ଜିଲ୍ଲା କମିଟିକୁ ଆବଶ୍ୟକୀୟ ପାଣ୍ଠି ପ୍ରଦାନ