April 22, 2025

ଜାନୁଆରୀ ୨୬ରୁ ରାଜ୍ୟକୁ ପୁଣି ଫେରିବ ଶୀତ

ଭୁବନେଶ୍ୱର: ବର୍ଷା ପରେ ପୁଣି ଫେରିବ ଶୀତ। ଉପାନ୍ତରୁ ଉପକୂଳ ଥରିବ ଓଡିଶା। ସ୍ୱାଭାବିକ ଠାରୁ ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଗାମୀ ୨ ଦିନ ମଧ୍ୟରେ ଅର୍ଥାତ ଜାନୁଆରୀ ୨୬ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ଶୀତ ଲହର। ପାଗ ମୁଖ୍ୟତଃ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia