April 22, 2025

ଠିକା ନିଯୁକ୍ତି ଉଚ୍ଛେଦ ନେଇ ବିଜ୍ଞପ୍ତି ପ୍ରକାଶ; ଜାଣନ୍ତୁ, କେଉଁମାନେ ହେଲେ ନିୟମିତ କର୍ମଚାରୀ ?

ଭୁବନେଶ୍ୱର: ଠିକା ନିଯୁକ୍ତି ଉଚ୍ଛେଦ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି । ୫୭ ହଜାରରୁ ଅଧିକ ଚୁକ୍ତିଭିତ୍ତିକ କର୍ମଚାରୀ ନିୟମିତ ହେବେ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ଘୋଷଣା କରିଥିଲେ । ଗ୍ରୁପ ବି, ସି, ଡି ନିଯୁକ୍ତି ଉଚ୍ଛେଦ ନେଇ ଆଜି ବିଧିବଦ୍ଧ ଭାବରେ ବିଜ୍ଞପ୍ତି ପ୍ରକାଶ ପାଇଛି । ସାଧାରଣ ପ୍ରଶାସନ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia