April 21, 2025

ଥୁଆମୂଳ-ରାମପୁର ମାଣିକେଶ୍ବରୀ ପୀଠର ବିକାଶ କାମର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କଳାହାଣ୍ଡିର ଥୁଆମୂଳ-ରାମପୁର ମା ମାଣିକେଶ୍ବରୀ ପୀଠର ବିକାଶ କାମର ଶିଳାନ୍ୟାସ କରିଛନ୍ତି । ଏଥିରେ ଦୁଇ କୋଟି ଟଙ୍କା ଖର୍ଚ୍ଚ କରାଯିବ। ମା ମାଣିକେଶ୍ବରୀଙ୍କୁ ଲକ୍ଷ ଲକ୍ଷ ଲୋକଙ୍କର ଆସ୍ଥା ଓ ବିଶ୍ବାସର ପ୍ରତୀକ ଭାବରେ ବର୍ଣ୍ଣନା କରିବା ସହିତ ଏହି ଉଦ୍ୟମ ଦ୍ବାରା

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia