April 20, 2025

ଦିନକ ପରେ ୭୬ ବର୍ଷରେ ପଦାର୍ପଣ କରିବେ ନବୀନ, ପାଳନ ହେବନି ଜନ୍ମଦିନ

ଭୁବନେଶ୍ୱର: ଦିନକ ପରେ ୭୬ ବର୍ଷରେ ପଦାର୍ପଣ କରିବେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଚଳିତବର୍ଷ ନିଜର ଜନ୍ମଦିନ ପାଳନ କରିବେ ନାହିଁ ବୋଲି ନବୀନ ନିବାସ ସୂତ୍ରରୁ ଜଣାପଡ଼ିଛି। ମିଳିଥିବା ସୂଚନାନୁସାରେ , କରୋନା କଟକଣା ଯୋଗୁ ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳନ କରିବେ ନାହିଁ । ସେହିପରି

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia