April 20, 2025

ଦ୍ରୁଷ୍ଟି ବାଧିତ ଓ ଶ୍ରବଣ ବାଧିତଙ୍କ ନିମନ୍ତେ ସ୍ଵତନ୍ତ୍ର ସ୍କୁଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ସ୍ଥିତ ଭୀମ ଭୋଇ ଦୃଷ୍ଟିହୀନ ସରକାରୀ ଉଚ୍ଚ ବିଦ୍ୟାଳୟ ଓ ବିପିନ ବିହାରୀ ଚୌଧୁରୀ  ବାଧିତ ସରକାରୀ ଉଚ୍ଚ ବିଦ୍ୟାଳୟକୁ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୂପେ ଲୋକାର୍ପିତ କରିଛନ୍ତି । ଏହାଦ୍ଵାରା ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଦୃଷ୍ଟିବାଧିତ ଓ ଶ୍ରବଣବାଧିତ ପିଲାମାନେ ଛାତ୍ରାବାସରେ ରହି ଯୁକ୍ତ ଦୁଇ ପଢ଼ିବାର

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia