ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ

ଭୁବନେଶ୍ୱର: ରାଷ୍ଟ୍ରପତି ନିର୍ବାଚନରେ NDA ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍‌ । ଦଳ ନିଷ୍ପତ୍ତି ବାହାରକୁ ଯାଇ ଦ୍ରୌପଦୀଙ୍କୁ ଭୋଟ ଦେଲେ ମୋକିମ୍‌ । ଓଡ଼ିଆ ଭାବାବେଗ ଓ ଓଡ଼ିଆ ଝିଅକୁ ସମ୍ମାନ ଦେଇ ଭୋଟ ଦେଇଛି ବୋଲି କହିଛନ୍ତି କଂଗ୍ରେସ ବିଧାୟକ । କଟକ-ବାରବାଟୀ ବିଧାୟକ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia