April 21, 2025

ଧାନକିଣା ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ, ଅଧିକ ସଂଖ୍ୟକ ସଂସ୍ଥା ମାଧ୍ୟମରେ ଧାନ କିଣିବା ପାଇଁ ପରାମର୍ଶ

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ଚାଷୀମାନଙ୍କ ସୁବିଧା ନିମନ୍ତେ ଅଧିକରୁ ଅଧିକ ସଂଙ୍ଖ୍ୟକ ମହିଳା ସ୍ୱୟଂସହାୟକ ଗୋଷ୍ଠୀ, ଆର୍.ଏମ୍.ସି. ଏବଂ କୃଷିବିପଣୀ ସଂସ୍ଥାମାନଙ୍କୁ ନିୟୋଜିତ କରିବା ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଜିଲ୍ଲାପାଳ, ଜିଲ୍ଲାଯୋଗାଣ ଅଧିକାରୀ, ଏବଂ ସମବାୟ ବିଭାଗ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।   ଆଜି ଭିଡ଼ିଓ କନ୍ଫେରେନ୍ସିଂ ମାଧ୍ୟମରେ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia