ଭୁବନେଶ୍ବର: ଧାମନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି । ତିହିଡି ବ୍ଲକ ଅଧ୍ୟକ୍ଷା ଅବନ୍ତୀ ଦାସ ବିଜେଡିର ପ୍ରାର୍ଥୀ ହୋଇଛନ୍ତି । ପୂର୍ବରୁ ବିଜେପି ଦିବଙ୍ଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜଙ୍କୁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ କଂଗ୍ରେସ ବାବା ହରେକୃଷ୍ଣ ଦାସଙ୍କୁ ପ୍ରାର୍ଥୀ କରିଥିଲା ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Man gets 20-yr RI for kidnap, rape of teen
Man gets 20-yr RI for raping teen in Ganjam
State targets 130MT annual steel production by 2030