April 22, 2025

ନୂଆ ପୋଲିସ ଡିଜି ଭାବେ ଦାୟିତ୍ୱ ଗ୍ରହଣ କଲେ ସୁନୀଲ ବଂଶଲ

ଭୁବନେଶ୍ୱର: ଓଡ଼ିଶାର ନୂଆ ପୋଲିସ୍ ମହାନିର୍ଦ୍ଦେଶକ (ଡିଜିପି) ଭାବେ ନିଯୁକ୍ତି ପାଇଥିବା ସୁନୀଲ ବଂଶଲ ଦାୟିତ୍ୱ ଗ୍ରହଣ କରିଛନ୍ତି। ଆଜି ଅପରାହ୍ନରେ ସେ କଟକ ସ୍ଥିତ ପୋଲିସ୍ ମୁଖ୍ୟାଳୟରେ ବିଦାୟୀ ଡିଜିପି ଅଭୟଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ରାଜ୍ୟ ପୋଲିସ୍‌ର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ତାଙ୍କୁ ସ୍ୱାଗତ କରିଥିଲେ। ୧୯୮୭ ବ୍ୟାଚର

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia