April 21, 2025

ପଞ୍ଚାୟତ ନିର୍ବାଚନ: ‘ଖୁବଶୀଘ୍ର ସଂରକ୍ଷଣ ତାଲିକା ଦାଖଲ ହେବ’

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପାଇଁ ଖୁବ ଶୀଘ୍ର ସଂରକ୍ଷଣ ତାଲିକା ନିର୍ବାଚନ ଆୟୋଗଙ୍କ ନିକଟରେ ଦାଖଲ କରାଯିବ ବୋଲି କହିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା । ଜିଲ୍ଲା ପରିଷଦ ଅଧ୍ୟକ୍ଷ ଆସନର ସଂରକ୍ଷଣ ତାଲିକା ପ୍ରକାଶିତ ହେଲାଣି । ଏବେ ସରପଞ୍ଚ, ସମିତି ସଭ୍ୟ ଓ ଜିଲ୍ଲା ପରିଷଦ ଆସନର ସଂରକ୍ଷଣ ତାଲିକା ପ୍ରକାଶ କରାଯିବ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia