April 22, 2025

ପଞ୍ଚାୟତ ନିର୍ବାଚନ: ଦିନ ୧୨ ସୁଦ୍ଧା ୪୩ ପ୍ରତିଶତ ମତଦାନ

ଭୁବନେଶ୍ୱର: ଦ୍ୱିତୀୟ ପର୍ଯ୍ୟାୟରେ ସାରା ରାଜ୍ୟରେ ସୁରୁଖୁରୁରେ ଚାଲିଛି ମତଦାନ । ଦିନ ୧୨ଟା ସୁଦ୍ଧା ହୋଇଛି ୪୩ ପ୍ରତିଶତ ମତଦାନ । ଏନେଇ ସୂଚନା ଦେଇଛନ୍ତି ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ର କୁମାର ସାହୁ । ବର୍ତ୍ତମାନ ସୁଦ୍ଧା ଜଗତସିଂହପୁର ୨ଟି ବୁଥକୁ ଛାଡି ଦେଲେ ଅନ୍ୟ ସବୁ ସ୍ଥାନରେ ଶାନ୍ତି ଶୃଙ୍ଖଳାର

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia