ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପାଇଁ ଆସିଲା ଚିହ୍ନ । ୱାର୍ଡମେମ୍ବର, ସରପଞ୍ଚ ଓ ସମିତିସଭ୍ୟଙ୍କ ପାଇଁ ଜାରି ହୋଇଛି ଚିହ୍ନ । ୱାର୍ଡ ମେମ୍ବରଙ୍କ ପାଇଁ ୧୫ଟି, ସରପଞ୍ଚଙ୍କ ପାଇଁ ୩୨ଟି ଓ ସମିତି ସଭ୍ୟ ପାଇଁ ୧୯ଟି ଚିହ୍ନ ରହିଛି । ସେହିପରି ସ୍ୱାଧୀନ ଜିଲ୍ଲା ପରିଷଦ ପାଇଁ ୧୯ଟି ଚିହ୍ନ ରହିଛି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Six students affected by diarrhoea in school
2 major rivers heavily polluted: OSPCB study
Body of missing 11-year-old boy found in neighbour’s septic tank