April 21, 2025

ପଞ୍ଚାୟତ ନିର୍ବାଚନ ପାଇଁ ୧୦ରେ ସର୍ବଦଳୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଲାଗି ରାଜ୍ୟ ନିର୍ବାଚନ କମିଶନ ୧୦ରେ ସର୍ବଦଳୀୟ ବୈଠକ ଡାକିଛନ୍ତି । ଏନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ କମିଶନଙ୍କ ସଚିବ ସବୁ ରାଜନୈତିକ ଦଳମାନଙ୍କୁ ଚିଠି ଲେଖିଛନ୍ତି । ୧୦ତାରିଖ ଦିନ ୧୧ଟା ୩୦ରେ ଗୀତି ଗୋବିନ୍ଦ ସଦନରେ ବୈଠକ ବସିବ । କିପରି ଅବାଧ ଓ ନିରପେକ୍ଷ ନିର୍ବାଚନ ହୋଇପାରିବ ସେନେଇ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia