April 22, 2025

ପଞ୍ଚାୟତ ନିର୍ବାଚନ ୨୦୨୨: ଦ୍ଵିତୀୟ ଦିନରେ ୧୩ ହଜାର ୩୫୬ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାମାଙ୍କନ ପ୍ରକ୍ରିୟା ଜାରି ରହିଛି । ଦ୍ବିତୀୟ ଦିନରେ ୱାର୍ଡ ମେମ୍ଵର, ସରପଞ୍ଚ, ସମିତି ସଭ୍ୟ ଓ ଜିଲ୍ଲା ପରିଷଦର ୧୩ ହଜାର ୩୫୬ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି । ରାଜ୍ୟ ନିର୍ବାଚନ ଆୟୋଗଙ୍କ ସଚିବ ରବୀନ୍ଦ୍ର ସାହୁ ଏନେଇ ସୂଚନା ଦେଇଛନ୍ତି । ତେବେ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia