April 22, 2025

ପଞ୍ଚାୟତ ନିର୍ବାଚନ ୨୦୨୨: ମୈଦାନରେ ୨ ଲକ୍ଷ ୨୦ ହଜାର ୪୧୪ ପ୍ରାର୍ଥୀ !

ଭୁବନେଶ୍ୱର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଶେଷ ହୋଇଛି ପ୍ରାର୍ଥିପତ୍ର ଯାଞ୍ଚ । ତେବେ ଯାଞ୍ଚ ବେଳେ ୮ ହଜାର ୬୪୮ ନାମାଙ୍କନ ପତ୍ର ଖାରାଜ ହୋଇଛି । ଏବେ ସୁଦ୍ଧା ୨ ଲକ୍ଷ ୨୦ ହଜାର ୪୧୪ ପ୍ରାର୍ଥୀ ପତ୍ର କାଏମ ରହିଛି । ତେବେ ୨୫ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ପ୍ରତ୍ୟାହାର

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia