April 22, 2025

ପଞ୍ଚାୟତ ନିର୍ବାଚନ ୩ ମାସ ସ୍ଥଗିତ ରଖିବାକୁ ବିରୋଧୀଙ୍କ ଦାବି, ଜବାବ ରଖିଲା ବିଜେଡ଼ି

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ (odisha panchayat election) ନେଇ ସରିଲା ସର୍ବଦଳୀୟ ବୈଠକ । ରାଜ୍ୟ ନିର୍ବାଚନ କମିସନ ଆଦିତ୍ୟ ପ୍ରସାଦ ପାଢୀଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଛି । ବୈଠକ ସରିବା ପରେ ଆଦିତ୍ୟ ପ୍ରସାଦ ପାଢୀ କହିଛନ୍ତି ପଞ୍ଚାୟତ ନିର୍ବାଚନ ଲାଗି ଗାଇଡଲାଇନ୍ ପ୍ରସ୍ତୁତ କରୁଛୁ । ବୈଠକ ପରେ ନିର୍ବାଚନ କମିଶନ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia