ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନରେ ବିଜେଡିର ବୃହତ୍ତ ବିଜୟ । ଭାରତୀୟ ରାଜନୀତି ଇତିହାସରେ ଚଳିତ ପଞ୍ଚାୟତ ନିର୍ବାଚନରେ ବିଜେଡ଼ିର ଫଳାଫଳ ଏକ ରେକର୍ଡ ସୃଷ୍ଟି କରିଛି । ଘୋଷିତ ୮୪୫ ଜୋନରୁ ବିଜେଡି ୭୫୯ଟିରେ ବିଜୟୀ ହୋଇଛି । ୪୨ଟି ଜୋନରେ ବିଜେପି ପ୍ରାର୍ଥୀ ବିଜୟୀ ହୋଇଛନ୍ତି । ୩୭ଟି ଜୋନରେ କଂଗ୍ରେସ ପ୍ରାର୍ଥୀ ବିଜୟୀ ହୋଇଛନ୍ତି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Bengaluru, Mumbai City eye Super Cup quarters
Girls outperform boys in BU Plus III final year exams
28 missing children reunited with families in Ganjam