April 21, 2025

ପରିକ୍ରମା ପ୍ରକଳ୍ପ: ସୁପ୍ରିମକୋର୍ଟଙ୍କ ରାୟ ଆସିବା ପରେ ଏମିତି ଲେଖିଲେ ନବୀନ

ଭୁବନେଶ୍ୱର: “ତୁମ ଇଚ୍ଛା ବିନା ପତ୍ରଟେ ହଲେନି ଆହେ ଜଗନ୍ନାଥ” । ସୁପ୍ରିମକୋର୍ଟଙ୍କ ରାୟ ଆସିବା ପରେ ପରେ ଏମିତି ଲେଖି ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ନବୀନଙ୍କ ଏହି ପୋଷ୍ଟଟି ପରିକ୍ରମ ପ୍ରକଳ୍ପକୁ ବିରୋଧ କରୁଥିବା ତଥା ପ୍ରକଳ୍ପ ବିରୋଧରେ ଆବେଦନ କରିଥିବା ବ୍ୟକ୍ତିଙ୍କୁ ଶକ୍ତ ଚାପୁଡା ବୋଲି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia