ଭୁବନେଶ୍ୱର : ଘୋଷଣା ହେଲା ରାଜ୍ୟରେ ପଞ୍ଚାୟତ ନିର୍ବାଚନ ଲାଗି ତାରିଖ । ମୋଟ ପାଞ୍ଚଟି ପର୍ଯ୍ୟାୟରେ ହେବ ଭୋଟ୍ ଗ୍ରହଣ । ଏନେଇ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ । ରାଜ୍ୟ ନିର୍ବାଚନ ଆୟୋଗଙ୍କ ସୂଚନା ଅନୁଯାୟୀ 16 ଫେବୃଆରୀ ରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ ହେବ ।
Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia
More Stories
ମୋଦୀ କ୍ୟାବିନେଟ ହେବ ସମ୍ପ୍ରାସାରଣ ! ଚିରାଗ ପାସୱାନ୍ ଙ୍କୁ ମିଳିପାରେ ମନ୍ତ୍ରୀପଦ, ସିନ୍ଦେ ଗୋଷ୍ଠୀକୁ ମିଳିପାରେ ସୁଯୋଗ
ଅଜିତ ପାୱାରଙ୍କ ସମେତ 9 ଜଣ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ କଲା ଏନସିପି, ECI କୁ ଲେଖିଲା ଚିଠି
ତେଲେଙ୍ଗାନାରେ ନିର୍ବାଚନୀ ବିଗୁଲ ବଜାଇବେ ରାହୁଲ ଗାନ୍ଧୀ, ଖମ୍ମମରେ ସାଧାରଣ ସଭାକୁ କରିବେ ସମ୍ବୋଧନ