April 22, 2025

ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ ବିଜୟ କୁମାର ଜେନାଙ୍କ ପରଲୋକ, ଶୋକବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି: ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ ବିଜୟ କୁମାର ଜେନାଙ୍କ ୯୦ ବର୍ଷ ବୟସରେ ପରଲୋକ ହୋଇଛି। ଗୁରାଣ୍ଡି ସ୍ଥିତ ପୈତୃକ ଘରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗତକାଲି ବିଳମ୍ବିତ ରାତିରେ ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଛି । ବିଜୟ କୁମାର ଜେନା ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀରୁ ସ୍ବାଧୀନ ବିଧାୟକ ଭାବେ ଦୁଇ ଥର

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia