April 29, 2025

ପାର୍ବଣ ପୂର୍ବରୁ ଭଲ ଖବର: ରାଜ୍ୟରେ ତଳମୁହାଁ ଦୈନିକ ସଂକ୍ରମଣ ଗ୍ରାଫ

ଭୁବନେଶ୍ୱର: ରାଜ୍ୟରେ କିଛିଦିନ ହେବ ୨ ଶହ ତଳେ କରୋନା ଦୈନିକ ସଂକ୍ରମଣ ରହୁଛି । ଗତକାଲି ସାରା ରାଜ୍ୟରୁ ୧୬୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୮ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୯ ଜଣ ସ୍ଥାନୀୟ ସଂକ୍ରମିତ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia