April 22, 2025

ପୁଣି ଫେରିବ ଶୀତ, ୫ ଡିଗ୍ରୀ ଯାଏଁ ଖସିବ ପାରଦ

ଭୁବନେଶ୍ବର: ଆସନ୍ତା ୪ରୁ ୫ଦିନ ମଧ୍ୟରେ ରାଜ୍ୟରେ କମିବ ତାପମାତ୍ରା । ବିଶେଷ କରି ରାତି ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ଖସିବ । ପୁଣି ଜାଡ଼ ଲେଉଟିବ । ରାଜ୍ୟକୁ ଶୀତ ଫେରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେହିପରି ଶୁକ୍ରବାର ସକାଳେ ରାଜ୍ୟର ୧୭ଟି ଜିଲ୍ଲାରେ ଘନ କୁହୁଡ଼ି ହେବ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia