April 22, 2025

ପୁରୀ ଗଙ୍ଗାମାତା ମଠରେ ରହିଛି ଗୁପ୍ତ ସୁଡ଼ଙ୍ଗ: ଶ୍ରୀମନ୍ଦିରକୁ ଗୁପ୍ତ ରାସ୍ତା ଥିବା ଅନୁମାନ

ପୁରୀ: ଶ୍ରୀମନ୍ଦିର ନିକଟସ୍ଥ ବାଲିସାହିଠାରେ ଗଙ୍ଗାମାତା ମଠରେ ରହିଛି ଗୁପ୍ତ ସୁଡ଼ଙ୍ଗ । କୁହାଯାଉଛି, ଏହି ସୁଡଙ୍ଗରେ ରହିଛି ଅନେକ ଇତିହାସ । ସୁଡଙ୍ଗ ତଳେ ଏକ ଗୁପ୍ତ ପ୍ରକୋଷ୍ଠ ରହିଛି । ଏହି ପ୍ରକୋଷ୍ଠକୁ ବର୍ତ୍ତମାନ ସୁଦ୍ଧା ଖୋଲାଯାଇ ପାରିନାହିଁ କି କେହି ପ୍ରବେଶ ବି କରିପାରି ନାହାନ୍ତି । ଏହି ମଠରେ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia