April 22, 2025

ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ବର: ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ଆକସ୍ମିକ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଦୁଃଖଦ ଖବରରେ ସେ ଗଭୀର ଭାବରେ ମର୍ମାହତ ହୋଇଛନ୍ତି । ସେ ଜଣେ ଜନପ୍ରିୟ ନେତା ଭାବରେ ଦଳମତ ନିର୍ବିଶେଷରେ ସମସ୍ତଙ୍କର ପ୍ରିୟପାତ୍ର ଥିଲେ। ବାଚସ୍ପତି ଭାବେ ଉଚ୍ଚ ସଂସଦୀୟ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia