April 21, 2025

ପୂର୍ବତନ ବିଧାୟକ ଉମେଶ ଚନ୍ଦ୍ର ସ୍ୱାଇଁଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୂର୍ବତନ ବିଧାୟକଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାଲିକୁଦାରୁ ୪ଥର ବିଧାୟକ ଭାବେ ନିର୍ବାଚିତ ପୂର୍ବତନ ବିଧାୟକ ଉମେଶ ଚନ୍ଦ୍ର ସ୍ବାଇଁଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ଉମେଶଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି । {image-mlaumeshchandraswain-1637133748.jpg

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia