ଭୁବନେଶ୍ବର: ବିଶିଷ୍ଟ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ବର୍ଗତ ପଟ୍ଟନାୟକ ଜଣେ ଅଭିଜ୍ଞ ଜନନେତା ଓ ପ୍ରଶାସକ ଥିଲେ । ବିଜୁ ବାବୁଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ଜନସେବାରେ ନିଜକୁ ନିୟୋଜିତ କରିଥିଲେ
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Jharsuguda 2nd hottest place in India at 45.4C
3 from Mum arrested for job fraud in city
5 pairs of trains cancelled for safety work