April 22, 2025

ପୌର ନିର୍ବାଚନ: ମତାଧିକାର ସାବ୍ୟସ୍ତ କଲେ ହେବି ୱେଟ୍

ଭୁବନେଶ୍ୱର: ପୌର ନିର୍ବାଚନ ପାଇଁ ଜାରି ରହିଛି ଭୋଟିଂ । ସକାଳ ୮ଟାରୁ ଆରମ୍ଭ ହୋଇଛି ଭୋଟିଂ । ଇତି ମଧ୍ୟରେ ନିଜ ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି ହେବି ୱେଟ୍ ନେତା । ମତଦାନ କେନ୍ଦ୍ରରେ ପହଞ୍ଚି ନିଜର ମତ ସାବ୍ୟସ୍ତ କରିଛନ୍ତି କଂଗ୍ରେସ ବିଧାୟକ ତାରା ବାହାନୀପତି, ମନ୍ତ୍ରୀ ଅଶୋକ ପଣ୍ଡା, ରାଜ୍ୟ ବିଜେପି

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia