April 22, 2025

ପୌର ନିର୍ବାଚନ: ଆଜି ପ୍ରକାଶ ପାଇବ ଚୂଡାନ୍ତ ପ୍ରାର୍ଥୀ ତାଲିକା

ଭୁବନେଶ୍ୱର: ପୌର ନିର୍ବାଚନ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଆଜି ଶେଷ ଦିନ । ଆଜି ସନ୍ଧ୍ୟାକୁ ଆସିବ ଚୂଡାନ୍ତ ତାଲିକା । ଆଜି ଦିନ ୩ଟା ଯାଏଁ ପ୍ରାର୍ଥୀମାନେ ନାମାଙ୍କନ ପ୍ରତ୍ୟାହାର କରିପାରିବେ । ରାଜ୍ୟର ୧୦୬ଟି ମ୍ୟୁନିସିପାଲିଟି, ଏନ୍ଏସି ଓ ୩ଟି ମହାନଗର ନିଗମ ଭୁବନେଶ୍ୱର, କଟକ ଓ ବ୍ରହ୍ମପୁର ପାଇଁ ଆଜି ଚୂଡ଼ାନ୍ତ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia