April 23, 2025

ପୌର ନିର୍ବାଚନ: ଗିରିବାଳା ବେହେରା ହେଲେ କଂଗ୍ରେସ କଟକ ମେୟର ପ୍ରାର୍ଥୀ

ଭୁବନେଶ୍ୱର: କଟକ ମେୟର ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । ଗିରିବାଳା ବେହେରାଙ୍କୁ କଟକ ମହାନଗର ନିଗମର ମେୟର ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ପୌର ନିର୍ବାଚନ ନେଇ ବସିଥିବା ବୈଠକରେ କଂଗ୍ରେସ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଏହାସହ କଟକ ପାଇଁ କର୍ପୋରେଟର ପ୍ରାର୍ଥୀଙ୍କ ନାଁ ଚୂଡାନ୍ତ କରିଛି କଂଗ୍ରେସ । ଏହାସହ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia