April 22, 2025

ପ୍ରଚାର ମଇଦାନକୁ ଓହ୍ଲାଇଲେ ବରିଷ୍ଠ ନେତା ଡାକ୍ତର ଦାମୋଦର ରାଉତ

ଭୁବନେଶ୍ବର: ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଡା. ଦାମୋଦର ରାଉତ ପଞ୍ଚାୟତ ନିର୍ବାଚନ ପ୍ରଚାରକୁ ଓହ୍ଲାଇଛନ୍ତି। ବିଜେଡି ସମର୍ଥିତ ପ୍ରାର୍ଥୀଙ୍କ ସପକ୍ଷରେ ସେ ପ୍ରଚାର କରୁଥିବା ଦେଖିବାକୁ ମିଳିଛି। ନିର୍ବାଚନ ମଇଦାନରେ ଡା. ରାଉତଙ୍କ ଏହି ଆବିର୍ଭାବ ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି। ଦାମ ରାଉତ ଏକ ଖୋଲା ଜିପରେ ବସି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia