April 24, 2025

ପ୍ରତ୍ୟେକ ଜୀବନ ମୂଲ୍ୟବାନ, ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ରୁହନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ସମସ୍ତ ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆମର ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମର ନୀତି ହେଉଛି ପ୍ରତ୍ୟେକ ଜୀବନ ମୂଲ୍ୟବାନ। ଏହି ନୀତିକୁ ଅନୁସରଣ କରି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia