April 21, 2025

ପ୍ରଥମାଷ୍ଟମୀର ଶୁଭେଚ୍ଛା ଜଣାଇଲେ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆଜି ହେଉଛି ପବିତ୍ର ପ୍ରଥମାଷ୍ଟମୀ। ମାର୍ଗଶିର ମାସର କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ପାଳନ ହେଉଥିବା ଏହି ଲୋକ ପର୍ବ ପାଇଁ ଆଜି ସାରା ରାଜ୍ୟ ଉତ୍ସବ ମୁଖରିତ ହୋଇଛି। ପ୍ରଥମାଷ୍ଟମୀର ଏହି ପବିତ୍ର ଅବସରରେ ଓଡିଶା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।  ମୁଖ୍ୟମନ୍ତ୍ରୀ ଟୁଇଟ କରି ଜଣାଇଛନ୍ତି “ପବିତ୍ର ପ୍ରଥମାଷ୍ଟାମୀ ଅବସରରେ ରାଜ୍ୟବାସୀଙ୍କୁ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia