April 22, 2025

ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ତେଜିଲା ବିବାଦ: କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ପ୍ରତାପ ଜେନା

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବାଦ ପଡ଼ିଥିବା ହିତାଧିକାରୀଙ୍କୁ ଘର ଯୋଗାଣ ପାଇଁ ବାରମ୍ବାର ଦାବି ହୋଇଥି୍ବା ବେଳେ କେନ୍ଦ୍ର ସରକାର ଏହାକୁ ଅଣଦେଖା କରୁଥିବା ଅଭିଯୋଗ ହୋଇଛି । ଏନେଇ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂଙ୍କୁ ଚିଠି ଲେଖିଛନ୍ତି ପଂଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା । ଆବାସ ପ୍ଲସରେ ସମସ୍ତ ୬ ଲକ୍ଷ ୬୫

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia