April 22, 2025

ପ୍ରଶାସନିକ ସେବା ନିୟମ ସଂଶୋଧନ ପ୍ରସ୍ତାବକୁ ଓଡ଼ିଶାର ବିରୋଧ

ଭୁବନେଶ୍ୱର: କେନ୍ଦ୍ରର ଆଇଏଏସ କ୍ୟାଡର ରୁଲ ସଂଶୋଧନ ପ୍ରସ୍ତାବକୁ ଓଡିଶା ବିରୋଧ କରିଛି । ସର୍ବଭାରତୀୟ ପ୍ରଶାସନିକ ସେବା କ୍ୟାଡର ରୁଲ୍‌ ସଂଶୋଧନ ପାଇଁ କେନ୍ଦ୍ର ସରକାରଙ୍କ ପ୍ରସ୍ତାବରେ ଓଡ଼ିଶା ସହମତ ନୁହେଁ । ଏନେଇ ଟ୍ୱିଟ୍‌ କରିଛନ୍ତି ବିଜେଡି ସାଂସଦ ଅମର ପଟ୍ଟନାୟକ । ପ୍ରଶାସନିକ ସେବା ନିୟମ ସଂଶୋଧନ କଣ ?

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia