April 29, 2025

ଫିକା ପଡିବ ପୂଜା ବଜାର ! ମହାସପ୍ତମୀରେ ଭିଜିବ ସମ୍ପୂର୍ଣ୍ଣ ଉପକୂଳ ଓଡ଼ିଶା

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ୫ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବାରୁ ଏଥର ଫିକା ପଡ଼ିପାରେ ଦୁର୍ଗା ପୂଜା । ଆସନ୍ତାକାଲି ମହାସପ୍ତମୀରେ ଭିଜିବ ସମ୍ପୂର୍ଣ୍ଣ ଉପକୂଳ ଓଡ଼ିଶା । ସେହିପରି ୩ ତାରିଖରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ଆଶଙ୍କା ରହିଛି । କିଛି ଜିଲ୍ଲାରେ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia