April 21, 2025

ଫେବ୍ରୁଆରୀ ପ୍ରଥମ ସପ୍ତାହରେ ହେବ ପଞ୍ଚାୟତ ନିର୍ବାଚନ !

ଭୁବନେଶ୍ୱର: ଫେବ୍ରୁଆରୀ ପ୍ରଥମ ସପ୍ତାହରେ ହେବ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ । ଚଳିତ ମାସ ଶେଷ ସପ୍ତାହରେ ଘୋଷଣା ହେବ ତାରିଖ । ଆଉ ୩ ଦିନ ପରେ ପ୍ରକାଶ ପାଇବ ପଞ୍ଚାୟତ ନିର୍ବାଚନ ପାଇଁ ଚୂଡ଼ାନ୍ତ ଭୋଟର ତାଲିକା । ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି ।

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia