April 20, 2025

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ, ଆଜିଠୁ ବର୍ଷା ଦୁଇ ଦିନ ବର୍ଷା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଜି ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ମଧ୍ୟଭାଗ ଯାଏଁ ବ୍ୟାପିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଶେଷ ଉତ୍ତର ଓ ଉପକୂଳ ଓଡ଼ିଶାରେ ଆସନ୍ତା ୨ ଦିନ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia