April 21, 2025

ବଡଖବର: ଓଡ଼ିଶାରେ ଆଉ ୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୨ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ସୂଚନା ମିଳିଛି। ୨ ଜଣ ଆକ୍ରାନ୍ତ ନାଇଜେରିଆ ଫେରନ୍ତା ବୋଲି ସୂଚନା ମିଳିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଉଭୟଙ୍କର ଚିକିତ୍ସା ଚାଲିଥିବା ନେଇ ଆଇଏଲଏସ ପକ୍ଷରୁ ସୂଚନା ମିଳିଛି । ଉଭୟ ଆକ୍ରାନ୍ତଙ୍କ ବୟସ ଯଥାକ୍ରମେ ୧୧ ଓ ୧୫ ବର୍ଷ ଥିବା

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia