ଭୁବନେଶ୍ୱର: ଓଡ଼ିଶାରେ ୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ନେଇ ପ୍ରତିକ୍ରିୟା ରଖିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ଓଡ଼ିଶାରେ ଚିହ୍ନଟ ହୋଇଥିବା ଦୁଇ ଓମିକ୍ରନ୍ ଆକ୍ରାନ୍ତ ଭଲ ଅଛନ୍ତି । ସେମାନେ ବିଦେଶରୁ ଆସିବା ପରେ ଆଇସୋଲେସନରେ ଥିଲେ । ଉଭୟଙ୍କ କଂଟାକ୍ଟ ଟ୍ରେସିଂରୁ ଜଣାପଡ଼ିଛି ଯେ, ଉଭୟଙ୍କ ସଂସ୍ପର୍ଶରେ ଆସିଛନ୍ତି ୨୧ ଜଣ ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Jharsuguda 2nd hottest place in India at 45.4C
3 from Mum arrested for job fraud in city
5 pairs of trains cancelled for safety work