April 20, 2025

ବଦଳିଲେ ଜଗତସିଂହପୁର ଓ ଖୋର୍ଦ୍ଧା ଜିଲ୍ଲାପାଳ

ଭୁବନେଶୱର: ବଦଳିଲେ ଜଗତସିଂହପୁର ଓ ଖୋର୍ଦ୍ଧାର ଜିଲ୍ଲାପାଳ । ସଂଗ୍ରାମ ମହାପାତ୍ରଙ୍କୁ ଖୋର୍ଦ୍ଧାର ନୂଆ ଜିଲ୍ଲାପାଳ ଭାବେ ଦାୟିତ୍ୱ ମିଳିଥିବା ବେଳେ ପରୁଲ ପଟୱାରୀଙ୍କୁ ଜଗତସିଂହପୁର ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି । ପୂର୍ବରୁ ପୂର୍ତ୍ତ ବିଭାଗର ଉପସଚିବ ଥିଲେ ୨୦୧୫ ବ୍ୟାଚ୍ ଆଇଏଏସ୍ ପାରୁଲ ପଟୱାରି । ସେହିପରି ଖୋର୍ଦ୍ଧା ଜିଲ୍ଲାପାଳ ତଥା

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia