April 20, 2025

ବଲାଙ୍ଗୀରରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣର ସ୍ମାର୍ଟ କାର୍ଡର ଶୁଭାରମ୍ଭ କଲେ ନବୀନ

ବଲାଙ୍ଗୀର: ବଲାଙ୍ଗୀରରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣର ସ୍ମାର୍ଟ କାର୍ଡର ଶୁଭାରମ୍ଭ ରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନୂଆ ରୂପରେ ଆସିଥିବା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଏହି ସ୍ମାର୍ଟ ହେଲଥ୍ କାର୍ଡର ଶୁଭାରମ୍ଭ କରିଛନ୍ତି ନବୀନ । ଏହି ସ୍ମାର୍ଟ ହେଲଥ କାର୍ଡର ଶୁଭାରମ୍ଭ ସହ ହିତାଧିକାରୀଙ୍କୁ କାର୍ଡ ବାଣ୍ଟିଛନ୍ତି ନବୀନ ।

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia