April 21, 2025

ବାତ୍ୟା ‘ଜୱାଦ’ କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ ୫୦୭ କୋଟି ଟଙ୍କାର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଚଳିତ ଡିସେମ୍ବର ୪ ଓ ୫ ତାରିଖ ଦୁଇ ଦିନ ଧରି ସଂଗଠିତ ହୋଇଥିବା ବାତ୍ୟା ଜୱାଦ ଦ୍ବାରା କ୍ଷତିଗ୍ରସ୍ତ ଚାଷୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦୭ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା ଘୋଷଣା କରିଛନ୍ତି । ୩୩ ପ୍ରତିଶତ ଫସଲ ନଷ୍ଟ ହୋଇଥିବା କ୍ଷୁଦ୍ର ଓ ନାମମାତ୍ର ଚାଷୀ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia