ପୁରୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫେରେନ୍ସିଂ ଜରିଆରେ ପୁରୀ ଜିଲ୍ଲାର କୃଷ୍ଣପ୍ରସାଦ ବ୍ଲକ୍ରେ ବିଜୁ ପଟ୍ଟନାୟକ ଶିଳ୍ପ ତାଲିମ କେନ୍ଦ୍ରକୁ ଉଦ୍ଘାଟନ କରିଛନ୍ତି । ୧୮ କୋଟି ଟଙ୍କା ବିନିଯୋଗରେ ନିର୍ମିତ ଏହି ଆଇଟିଆଇରେ ଇଲେକ୍ଟ୍ରିସିଆନ, ଫିଟର, ଇଲେକ୍ଟ୍ରୋନିକ୍ସ ମେକାନିକ୍ ଓ ଡ୍ରେସ ମେକିଂ ପରି ୪ଟି ଟ୍ରେଡ୍ରେ ତାଲିମ ଦେବାର ବ୍ୟବସ୍ଥା କରାଯାଇଛି।
Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia
More Stories
ଭୁବନେଶ୍ବରରେ ପ୍ରତିଷ୍ଠା ହେବ ୩ ନୂଆ ଅଗ୍ନିଶମ ସେବା କେନ୍ଦ୍ର, ଜାଣନ୍ତୁ, କେଉଁଠି କେଉଁଠି ?
ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ସ୍କୁଲ ଷ୍ଟାଇପେଣ୍ଡ ବୃଦ୍ଧି କଲେ ସରକାର
ଆମ ହସ୍ପିଟାଲ ପ୍ରକଳ୍ପ ପୂର୍ଣ୍ଣାଙ୍ଗ ପାଇଁ ସମୟ ସାରଣୀ ନିର୍ଦ୍ଧାରଣ ; ଜିଲ୍ଲା କମିଟିକୁ ଆବଶ୍ୟକୀୟ ପାଣ୍ଠି ପ୍ରଦାନ