April 21, 2025

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନା: ସାମିଲ ହେଲା ବରଗଡ ଜିଲ୍ଲା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୩.୬୪ ଲକ୍ଷ ଲୋକ ଏହି ସୁବିଧା ପାଇବେ । ବରଗଡ ସହିତ ରାଜ୍ୟର ୧୧ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା । ଏହି ଅବସରରେ ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia