April 21, 2025

ବିଜେଡିର ୨୫ ତମ ପ୍ରତିଷ୍ଠା ଦିବସ ପାଳିତ: ନେତା ଓ କର୍ମୀଙ୍କୁ ଶୁଭେଚ୍ଛା ଜାଣାଇଲେ ନବୀନ

ଭୁବନେଶ୍ୱର: ଆଜି (ରବିବାର) ବିଜୁ ଜନତା ଦଳ (ବିଜେଡି)ର ୨୫ ତମ ପ୍ରତିଷ୍ଠା ଦିବସ ପାଳିତ ହେଉଛି । ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ଓଡ଼ିଶାବାସୀଙ୍କ ସହ ଦଳର ସମସ୍ତ ନେତା ଓ କର୍ମୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ନବୀନ । ସେ କହିଛନ୍ତି, ଆପଣମାନଙ୍କ ନିରନ୍ତର ଭଲପାଇବା

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia