April 21, 2025

ବିଜେଡି ପ୍ରତିଷ୍ଠା ଦିବସରେ ସୁପ୍ରିମୋଙ୍କ ଆଶା: କହିଲେ, ୫ ବର୍ଷରେ ୧୦ ପ୍ରତିଶତ ଗରିବୀ ହ୍ରାସ ରହିଛି ଲକ୍ଷ୍ୟ

ଭୁବନେଶ୍ୱର: ଆଜି ବିଜେଡି ପାଳନ କରିଛି ୨୫ ତମ ପ୍ରତିଷ୍ଠା ଦିବସ । ଭୁବନେଶ୍ୱର ସ୍ଥିତ ବିଜେଡି ମୁଖ୍ୟ କାର୍ଯ୍ୟାଳୟ ସମେତ ଜିଲ୍ଲା ଓ ବ୍ଲକ ସ୍ତରରେ ପାଳନ ହୋଇଛି ପ୍ରତିଷ୍ଠା ଦିବସ । ଏହି ଅବସରରେ ରାଜ୍ୟରୁ କିଭଳି ଗରିବି ହଟିବ ସେହି ଲକ୍ଷ୍ୟରେ କାମ କରିବାକୁ ଦଳୀୟ କର୍ମୀଙ୍କୁ ପରାମର୍ଶ ଦେଇଛନ୍ତି ନବୀନ ।

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia