April 21, 2025

ବିଜେପି ପ୍ରବକ୍ତା ସମ୍ବିତ ପାତ୍ରଙ୍କ ନାମରେ ହେବ FIR, କେଜ୍ରିୱାଲଙ୍କ ନକଲି ଭିଡିଓ ସେୟାର କରିବା ନେଇ ଦିଲ୍ଲୀ କୋର୍ଟର ନିର୍ଦ୍ଦେଶ

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ଏକ କୋର୍ଟ ବିଜେପିର ଜାତୀୟ ମୁଖପାତ୍ର ସମ୍ବିତ ପାତ୍ରଙ୍କ ବିରୋଧରେ ଏଫଆଇଆର ପଞ୍ଜିକରଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ବାସ୍ତବରେ ଆମ୍ ଆଦମୀ ପାର୍ଟି ସମ୍ବିତ ପାତ୍ରଙ୍କ ବିରୋଧରେ ଅଭିଯୋଗ କରିଛନ୍ତି ଯେ ସେ ତାଙ୍କ ଟ୍ୱିଟର ହ୍ୟାଣ୍ଡେଲରୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଏକ ନକଲି ଭିଡିଓ ସେୟାର କରିଛନ୍ତି ।

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia